କରେଣ୍ଟ ଲାଗି ୧୯ ଶିଶୁ ଆହତ ଘଟଣାରେ ୫ ଗିରଫ
ଗଞ୍ଜାମ: କରେଣ୍ଟ ଲାଗି ୧୯ ଶିଶୁ ଆହତ ଘଟଣାରେ ୫ ଜଣଙ୍କୁ ଗିରଫ କଲା ପୋଲିସ। ଯାତ୍ରା କମିଟି ସଭାପତି ସମେତ ୫ ଜଣଙ୍କୁ ଗିରଫ କଲା ପୋଲିସ। ଜାମିନ୍ ନାମଞ୍ଜୁର ପରେ ଗିରଫ ୫ ଅଭିଯୁକ୍ତ ଜେଲ୍ ଗଲେ।
ସୂଚନା ଥାଉକି, ରବିବାର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଫାଶୀଗୁଡ଼ା ଗ୍ରାମରେ କରେଣ୍ଟ…