ତିନି ଲକ୍ଷ ପାଇଁ ନିଜ ଅପହରଣର ନାଟକ ରଚିଥିଲା ଅଭିଯୁକ୍ତ
ନୂଆପଡା: ନିଜ କାହାଣୀର ନିଜେ ନାୟକ ଏବଂ ନିଜେ ହିଁ ଖଳନାୟକ । ଟଙ୍କା ପାଇଁ ନିଜେ ରଚିଥିଲେ ନିଜର ଅପହରଣ । ବାପାଙ୍କ ପାଖକୁ ୩ ଲକ୍ଷ ଟଙ୍କା ଆଦାୟ କରିବା ପାଇଁ ନିଜେ ନିଜର ଅପହରଣ ନାଟକ ରଚିଥିଲେ ଅଭିଯୁକ୍ତ । ଶେଷରେ ପଡିଲେ ପୋଲିସ ହାତରେ । ଏପରି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା…