ତାମିଲନାଡୁରେ ଓଡ଼ିଆଙ୍କ ମୃତ୍ୟୁ; ତଦନ୍ତ ପାଇଁ ଅଧିକାରୀଙ୍କୁ ପଠାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ ଓଡ଼ିଶା ସରକାର ତଦନ୍ତ ପାଇଁ ଦକ୍ଷିଣ ରାଜ୍ୟରେ ଜଣେ ଅଧିକାରୀଙ୍କୁ ନିଯୁକ୍ତ କରିଛନ୍ତି। ଏଥିସହିତ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକାଶ କରିଛନ୍ତି।
ତାମିଲନାଡୁରେ ଜଣେ ଓଡ଼ିଆ…