ସହିଦ ଅଗ୍ନିବୀର ପରିବାରକୁ କେତେ ମିଳିଥାଏ କ୍ଷତିପୂରଣ; ଉତ୍ତର ରଖିଲେ ପୂର୍ବତନ ବାୟୁସେନା ମୁଖ୍ୟ
ନୂଆଦିଲ୍ଲୀ: ସହିଦ ଅଗ୍ନିବୀର ପରିବାରକୁ ମିଳୁଥିବା ଅନୁକମ୍ପାମୂଳକ କ୍ଷତିପୂରଣ ସମ୍ପର୍କରେ ବିସ୍ତୃତ ବିବରଣୀ ଦେଲେ ପୂର୍ବତନ ବାୟୁସେନା ମୁଖ୍ୟ ଆରକେଏସ୍ ଭଦୌରିଆ।
ବିସ୍ତୃତ ମାର୍ଗଦର୍ଶିକା କାରଣରୁ କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ପାଇଁ ସାଧାରଣତଃ ଦୁଇରୁ ତିନି ମାସ ଲାଗିଥାଏ।
ସେ…