Latest Odisha News

BREAKING NEWS

ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ କେନ୍ଦ୍ରୀୟ ଜିଏସଟି ଅଧିକାରୀ, ମାଡି ବସିଲା ସିବିଆଇ

ଭୁବନେଶ୍ୱର: ସିବିଆଇ ଜାଲରେ ଜଣେ କେନ୍ଦ୍ରୀୟ ଜିଏସଟି ଅଧିକାରୀ। ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡ଼ିଛନ୍ତି ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ଜିଏସଟି କାର୍ଯ୍ୟାଳୟର ଅଧିକ୍ଷକ ମନୋଜ କୁମାର ସୁବୁଦ୍ଧି। ଲାଞ୍ଚ ନେବା ବେଳେ ସିଜିଏସଟିର…

ଜୟନାରାୟଣଙ୍କୁ କେମିତି ମନାଇବ ବିଜେପି ?

ଭୁବନେଶ୍ବର: ବିଜେପି ବିରୋଧୀ ସିଟରେ ଥିବା ବେଲେ ଗର୍ଜୁଥିଲେ ଜୟନାରାୟଣ । କଥା କଥାରେ ବିଜେଡି ସରକାର ଓ ଭିକେ ପାଣ୍ଡିଆନଙ୍କୁ ଦେଉଥିଲେ କଡା ଟକ୍କର । ବିରୋଧୀ ଦଳ ନେତା ଭାବେ ବିଜେଡି ଟାର୍ଗେଟରେ ବି ରହିଥିଲେ। ବିଜେପି ସରକାର କ୍ଷମତାକୁ ଆସିବାର ବହୁ ପୂର୍ବରୁ ବିଜେପିର ସ୍ବର ପାଲଟିଥିଲେ ।…

ଗୃହ ବିଭାଗକୁ ବଦଳି ହେଲେ ବିବାଦୀୟ ଆଇପିଏସ ଅଫିସର ଆଶିଷ ସିଂ

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି । ଗୃହ ବିଭାଗ ଓଏସଡି ଭାବେ ଆଶିଷ ସିଂଙ୍କୁ ନିଯୁକ୍ତ କଲେ ମୋହନ ସରକାର । ପୂର୍ବ ବିଜେଡି ସରକାରରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ ଆଇଜି ଆଶିଷ ସିଂ । ଯାହଙ୍କୁ ଆଜି ଗୃହ ବିଭାଗକୁ ବଦଳି କରାଯାଇଛି । ଏନେଇ ଗୃହ…

ଦିନକୁ ଦିନ ବଢୁଛି ସାଇବର ଠକଙ୍କ ଦୌରାତ୍ମ୍ଯ, ୬ ମାସରେ ୩୬ କୋଟି ଲୁଟିଲେ

ଭୁବନେଶ୍ୱର: ଦିନକୁ ଦିନ ବଢିଚାଲିଛି ସାଇବର ଠକଙ୍କ ଦୌରାତ୍ମ୍ଯ। ଶିକାର ହେଉଛନ୍ତି ଜନତା। ଗତ ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି। ସାଇବର ଲୁଟେରାଙ୍କ ଟାର୍ଗେଟରେ ଅଛନ୍ତି ସାଧାରଣ ଜନତା । ୨୦୨୪ ଜାନୁଆରୀରୁ ଜୁନ୍ ମାସ ଅର୍ଥାତ୍ ଗତ…

ଗମ୍ଭୀରଙ୍କୁ କୋଚ କରିବା ପୂର୍ବରୁ କୋହଲିଙ୍କ ସହ ଆଲୋଚନା କରି ନ ଥିଲା ବିସିସିଆଇ

ମୁମ୍ବାଇ: ଗୌତମ ଗମ୍ଭୀରଙ୍କୁ ଭାରତୀୟ କ୍ରିକେଟ ଟିମର କୋଚ ନିଯୁକ୍ତ କରାଯାଇଛି । ରାହୁଲ ଡ୍ରାଭିଡଙ୍କ ସ୍ଥାନରେ ତାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି । ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସହ ଗମ୍ଭୀରଙ୍କ ତାଳମେଳ କିପରି ରହିବ ସେ ନେଇ ସମସ୍ତେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ।…

ମକା ଖାଇବା ପରେ ଭୁଲରେ କରନ୍ତୁ ନି ଏପରି କାମ, ବିଗିଡି ପାରେ ସ୍ୱାସ୍ଥ୍ୟାବସ୍ଥା !

ଭୁବନେଶ୍ଵର: ବର୍ଷାଦିନେ ମକା ଖାଇବାର ଆନନ୍ଦ ଟିକେ ଅଲଗା। ପ୍ରବଳ ବର୍ଷାରେ ମକାକୁ ପୋଡି ଲୁଣ, ଲଙ୍କା ଓ ଲେମ୍ବୁ ଦେଇ ଖାଇବା ଏକ ନିଆରା ସ୍ୱାଦ। ମକା ଖାଇବା କେବଳ ସ୍ୱାଦିଷ୍ଟ ନୁହେଁ, ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଉପକାରୀ। ଏଥିରେ ଫାଇବର, କ୍ୟାଲସିୟମ, ଭିଟାମିନ୍ ସି, ଭିଟାମିନ୍ B12…

ଅଡ଼ୁଆରେ ଅଭିନେତ୍ରୀ ରିୟା, କଟକକୁ ସ୍ଥାନାନ୍ତର ହେଲା ନିର୍ଯାତନା ମାମଲା

କଟକ: କଟକ ସ୍ଥାନାନ୍ତର ହେଲା ଅଭିନେତ୍ରୀ ରିୟା ଦେଙ୍କ ନାଁରେ ଥିବା ମାମଲା । ଚନ୍ଦ୍ରଶେଖରପୁର ଥାନାରେ ଦାୟର ହୋଇଥିବା ମାମଲା ବିଡ଼ାନାସୀ ଥାନାକୁ ସ୍ଥାନାନ୍ତର କରାଯାଇଛି। ୨ ଦିନ ତଳେ ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେଉଥିବା ନେଇ ଅଭିନେତ୍ରୀଙ୍କ ନାମରେ ଅଭିଯୋଗ ହୋଇଥିଲା। ସୂଚନା…

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ

ବରଗଡ଼: ପିତୃ ହନ୍ତା ପୁଅ। ବାପାଙ୍କୁ ଟାଙ୍ଗିଆରେ ହାଣି କଲା ହତ୍ୟା । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଧନଞ୍ଜୟ ଅଜଗର। ସୂଚନା ଅନୁସାରେ, ମୃତକ ଧନଞ୍ଜୟ ଓ ତାଙ୍କ…

ନକଲି ଜର୍ଦ୍ଦା କାରଖାନାରେ ଚଢାଉ, ୬୫ ଲକ୍ଷ ମୂଲ୍ୟର ନକଲି ଜର୍ଦ୍ଦା ଜବତ

ଭଦ୍ରକ: ଭଦ୍ରକରୁ ନକଲି ଜର୍ଦ୍ଦା କାରଖାନା ଠାବ । ଏହି ନକଲି ଜର୍ଦ୍ଦା କାରଖାନାରୁ ପ୍ରାୟ ୬୫ ଲକ୍ଷର ନକଲି ଜର୍ଦ୍ଦା ଜବତ କରିଛି ପୋଲିସ । ଭଦ୍ରକ ପୁରୁଣାବଜାର ଥାନା ହେଲାସାହିରେ ଥିବା ଏକ ନକଲି ଜର୍ଦ୍ଦା କାରଖାନାରେ ଚଢାଉ କରିଥିଲା ପୋଲିସ । ଚଢାଉ ସମୟରେ ନାମୀଦାମୀ କମ୍ପାନୀର ଲୋଗୋ,…

ଏ କି ପ୍ରେମ! ପ୍ରେମିକର ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁଲେ ଯୁବତୀ

ଜଗତସିଂହପୁର: ପୋଲ ଉପରୁ ମହାନଦୀକୁ ଡେଇଁ ଯୁବତୀ ନିଖୋଜ। ଜଗତସିଂହପୁର ତିର୍ତ୍ତୋଲ ଥାନା ତାରତୋଲଠାରେ ମହାନଦୀକୁ ଡେଇଁଲେ ଯୁବତୀ। ପ୍ରେମିକର ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି। ଆଜି ତାରତୋଲ ଗାଁ ଆମ୍ବତୋଟାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା।…