ରୁଷର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ମୋଦି
ନୂଆଦିଲ୍ଲୀ: ରୁଷିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ରିୟୁ ଦ ଏପୋଷ୍ଟଲ ଦ ଫାଷ୍ଟ କଲ୍ଣ୍ଡ’ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ ଏବଂ ରୁଷିଆ ମଧ୍ୟରେ ଭାଗିଦାରୀ ତଥା ବନ୍ଧୁତ୍ୱକୁ ପ୍ରୋତ୍ସାହିତ କରିବାରେ ତାଙ୍କର ଉଲ୍ଲେଖନୀୟ ଉଦ୍ୟମକୁ…