ସାରଣ୍ଡା ଜଙ୍ଗଲରେ ଲାଣ୍ଡମାଇନ ବିସ୍ଫୋରଣ, ସିଆରପିଏଫ୍ କୋବ୍ରା ବାଟାଲିୟନର ସହାୟକ କମାଣ୍ଡାଣ୍ଟ ଗୁରୁତର
ରାଉରକେଲା: ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲ୍ଲା ଜରାଇକେଲା ଥାନା ଅନ୍ତର୍ଗତ ସରଣ୍ଡାର ଟିମନା ଗ୍ରାମ ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ଏଥିରେ ଜଣେ କୋବ୍ରା ବାହିନୀର ସହକାରୀ କମାଣ୍ଡାଣ୍ଟ ଅଜୟ ମଲ୍ଲିକ ଗୁରୁତର ଆହତ ହୋଇଛନ୍ତି । ଏହି ବିସ୍ଫୋରଣରେ ତାଙ୍କ ବାମ…