Latest Odisha News

BREAKING NEWS

ସିକ୍କିମରେ ନିର୍ମାଣାଧୀନ ଟନେଲ୍ ଭୁଶୁଡ଼ି ୭ ମୃତ, ଅନେକ ଫସି ରହିଛନ୍ତି…

ଗ୍ୟାଙ୍ଗଟକ୍: ସିକ୍କିମର ନାମଚି ଜିଲ୍ଲାର ଝୋଲୁଙ୍ଗେ ସମରଡୁଙ୍ଗ ନିକଟରେ ନିର୍ମାଣାଧୀନ ଏକ ଟନେଲ ଭୁଶୁଡ଼ି ପଡ଼ିଛି। ଫଳରେ ଫସି ରହିଥିବା ଆଠ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଯେତେବେଳେ କି ଅନ୍ୟ ୧୯ ଜଣଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି। ତିସ୍ତା ଷ୍ଟେଜ୍-୬ ଜଳବିଦ୍ୟୁତ୍…

ରଥଯାତ୍ରାରେ ୨ ଭକ୍ତଙ୍କ ମୃତ୍ୟୁ ଘଟଣା; ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ରଥଯାତ୍ରା ସମୟରେ ମୃତ୍ୟୁବରଣ କରିଥିବା ଦୁଇ ଭକ୍ତଙ୍କ ପରିବାର ପାଇଁ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦଶ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରିଛନ୍ତି। ଗତ ଜୁଲାଇ ୧୬ ତାରିଖରେ…

ସ୍ନାତକ ଆଡ଼ମିଶନ: ଦ୍ଵିତୀୟ ମେଧା ତାଲିକାରେ ୪୧,୫୭୮ ଛାତ୍ରଛାତ୍ରୀ ମନୋନୀତ

ଭୁବନେଶ୍ୱର: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ଵିତୀୟ ମେଧା ତାଲିକା ପ୍ରକାଶିତ ହୋଇଛି। ଉଚ୍ଚଶିକ୍ଷା ବିଭାଗର ସୂଚନା ଅନୁଯାୟୀ, ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସର୍ବମୋଟ ୨,୮୭,୫୧୯ଟି ସିଟ୍ ରହିଛି। ସ୍ନାତକ ପାଠ୍ୟକ୍ରମ ଫେଜ-୧ ଆଡ଼ମିଶନରେ ୨,୮୭,୫୧୯ଟି ସିଟ୍ ପାଇଁ ୨,୩୭,୨୦୦ ଜଣ…

ସଂଶୋଧିତ ଇଂରାଜୀ ବନାନର ତ୍ଵରିତ କାର୍ଯ୍ୟକାରୀ ପାଇଁ ରାଜସ୍ୱ ବିଭାଗର ନିର୍ଦ୍ଦେଶ; ସମସ୍ତ ଜିଲ୍ଲାପାଳଙ୍କୁ ଚିଠି…

ଭୁବନେଶ୍ୱର:ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ୱ ଓ…

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୫ମୃତ, ୧୦ ଗୁରୁତର

ଭୁବନେଶ୍ବର:ରାଜ୍ୟରେ ଆଜି ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଏହି ବଜ୍ରାଘାତ ଘଟି ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ କେନ୍ଦୁଝର, ମୟୂରଭଞ୍ଜ, କଟକ ଓ ବାଲେଶ୍ୱରରୁ ମୃତାହତଙ୍କ ସୂଚନା ମିଳିଛି। ସୂଚନାଥାଉକି, କେନ୍ଦୁଝର ଜିଲ୍ଲାର ଘଟଗାଁ ଓ…

ଘରୋଇ କ୍ରିକେଟରେ ଏହି ସବୁ ନିୟମ ଲାଗୁ କରିବ ବିସିସିଆଇ

ନୂଆଦିଲ୍ଲୀ: ମେରୀଲେବୋନ କ୍ରିକେଟ କ୍ଲବ କେତେକ ନୂତନ ନିୟମ ଲାଗୁ କରିବା ପାଇଁ ପ୍ରସ୍ତାବ ଦେଇଥିଲା । ଏବେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଏହି ସବୁ ନିୟମ ଘରୋଇ କ୍ରିକେଟରେ ଲାଗୁ କରିବା ପାଇଁ ନିଷ୍ପତି ନେଇଛି । ଆସନ୍ତୁ ନଜର ପକାଇବା କେଉଁ କେଉଁ ସବୁ ନୂତନ ନିୟମ ଲାଗୁ ହେବ । ୧.ନୂଆ…

ରାଜଧାନୀରେ ପୁଣି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ଅଭିଯୁକ୍ତମାନେ ଫେରାର

ଭୁବନେଶ୍ୱର:ରାଜଧାନୀରେ ସୋମବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଲିଙ୍ଗରାଜ ଥାନାର ସାମନ୍ତରାପୁର ଅଞ୍ଚଳରେ ଘଟିଥିବା ଏହି ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲ ଏବଂ ପରେ ଅଧିକ ଚିକିତ୍ସା…

ବଦଳି ଆଦେଶକୁ ମାନୁ ନଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡା ଆଭିମୁଖ୍ୟ, ଗାଦି ଛାଡ ନଚେତ୍…

ଭୁବନେଶ୍ବର: ବଦଳି ଆଦେଶକୁ ମାନୁ ନଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡା ଆଭିମୁଖ୍ୟ । ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନଦେଲେ ଆସନ୍ତାକାଲିଠାରୁ ବନ୍ଦ ହେବ ଦରମା । ଅର୍ଥ ବିଭାଗର ତିନି ତିନି ଥର ନିର୍ଦ୍ଦେଶକୁ ଫୁ’ ପରେ ଅର୍ଥ ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।…

ଅଜବ ପ୍ରଥା: ଶ୍ରାବଣ ମାସରେ ୫ ଦିନ ନିବସ୍ତ୍ର ରହନ୍ତି ମହିଳା

ନୂଆଦିଲ୍ଲୀ: ଭାରତରେ ଅନେକ ସଂସ୍କୃତି ଓ ରୀତି ନୀତି ରହିଛି । ପ୍ରତ୍ୟେକ ଅଂଚଳରେ କିଛି ନା କିଛି ଭିନ୍ନ ଧରଣର ପ୍ରଥା ମଧ୍ୟ ରହିଛି । ଆଧୁନିକ ଛାପରେ ଆମେ ରଙ୍ଗେଇ ଯାଇଥିଲେ ମଧ୍ୟ ପ୍ରଥାକୁ ଛାଡି ପାରୁନେ । ହିମାଚଳ ପ୍ରଦେଶର ମଣିକର୍ଣ୍ଣିକା ଘାଟୀ ସ୍ଥିତ ପିନୀ ଗ୍ରାମରେ ଏକ ଅଜବ ପ୍ରଥା ପାଳିତ…

ଗଞ୍ଜେଇ ମାଫିଆଙ୍କ ମରଣାନ୍ତକ ଆକ୍ରମଣରେ ପୋଲିସ ଗୁରୁତର; ୨୪ ଅଟକ

ଭୁବନେଶ୍ବର: ବୌଦ୍ଧ ଜିଲ୍ଲାର ହାଟଗାଁ ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ପୋଲିସ କର୍ମଚାରୀ ଆହତ । ପୋଲିସର ଏକ ୫ ଜଣିଆ ସ୍ୱତନ୍ତ୍ର ଟିମ୍‌ ଗଞ୍ଜେଇ ଚାଷ ଓ କାରବାର ବିରୋଧରେ ଚଢ଼ାଉ କରିବାକୁ ଯାଇଥିବାବେଳେ ଗଞ୍ଜେଇ ମାଫିଆମାନେ ସେମାନଙ୍କ ଉପରେ ହଠାତ୍ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ।…