ଏକ୍ସପ୍ରେସ୍ ଟ୍ରେନ୍ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ
ସୋର: ଏକ୍ସପ୍ରେସ୍ ଟ୍ରେନ୍ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ । ରେଳ ଧାରଣାରେ ପଡ଼ିଛି ୨ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ । ବାହାନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଦୁର୍ଘଟଣା । ପୁରୀ-ହାୱଡ଼ା ଏକ୍ସପ୍ରେସ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଟ୍ରେନ୍ ଆସିବା ବେଳେ ଟ୍ରାକରେ…