ସୂର୍ଯ୍ୟକୁମାର ମାରିଲେ ୧୫୦ ଛକା
ନୂଆଦିଲ୍ଲୀ: ଭାରତୀୟ ଟି୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ନାମରେ ଆଉ ଏକ କୀର୍ତିମାନ ଯୋଡିଛନ୍ତି । ସେ ୫ମ ଖେଳାଳି ଭାବେ କ୍ରିକେଟର ଏହି ଛୋଟ ଫର୍ମାଟରେ ୧୫୦ ଛକା ମାରିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦ ଅବସରରେ ସୂର୍ଯ୍ୟକୁମାର ୨ଟି ଛକା ମାରିଥିଲେ ।…