ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ, ଜିରୋ କାଜୁଆଲିଟିକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର: ଲୋକ ସେବା ଭବନର କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ୨୦୨୪ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ତେବେ ଏହି ବିପର୍ଯ୍ୟୟ ପରିଚାଳନା ବୈଠକ ପରେ ମନ୍ତ୍ରୀ ସୁରେଶ ପୂଜାରୀ ମନ୍ତବ୍ୟ…