Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
ନୂଆଦିଲ୍ଲୀ: ବଜେଟ୍ ୨୦୨୬ରେ ଚାଷୀମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତର ନବମ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ । ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟ ଯଥା କାଜୁ, କୋକୋ ଏବଂ ଚନ୍ଦନ ଚାଷକୁ ନେଇ ବଜେଟରେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇଛନ୍ତି…