ରାଜଧାନୀ ହେବ ଗ୍ରୀନ୍ସିଟି, ପୁନଃ ନିର୍ମାଣ ହେବ ୱେଷ୍ଟ ଟୁ ଆର୍ଟ ପାର୍କ
ଭୁବନେଶ୍ୱର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ପାର୍କ ଓ ଉଦ୍ୟାନ ପରିଦର୍ଷନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ଉପାଧ୍ୟକ୍ଷ ବଲୱନ୍ତ ସିଂହ ଓ ଅନ୍ୟ ଅଧିକାରୀଙ୍କ ସହ ମନ୍ତ୍ରୀ ଆନନ୍ଦବନ, ଘାଟିକିଆସ୍ଥିତ ରାଜ୍ୟ…