ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର
ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍ ପ୍ଲାଣ୍ଟର ୫ନଂ…