Latest Odisha News

BREAKING NEWS

ପ୍ରକାଶ ପାଇଲା ଯୁକ୍ତ ୩ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ବର : ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ଚଳିତ ବର୍ଷର କଟ୍‌ ଅଫ୍‌ ମାର୍କ । ଏହି ତାଲିକାରେ ସବୁଠୁ ଆଗରେ ରହିଛି ବିଜେବି ସ୍ବଂୟଶାସିତ ମହାବିଦ୍ୟାଳୟ । ଭୂଗୋଳରେ କଟ୍‌ଅଫ୍‌ ମାର୍କ ୯୫.୨୦ ପ୍ରତିଶତ, ପଦାର୍ଥ ବିଜ୍ଞାନରେ କଟ୍‌ ଅଫ୍‌ ମାର୍କ ୯୬.୪୦ ପ୍ରତିଶତ ରହିଛି । ପ୍ରାଣୀ…

ଚତୁର୍ଥ ଖେଳାଳି ଭାବେ ଗୋଟିଏ ଓଭରରେ ୬ ଛକା ମାରିଲେ ଯସକରନ

ନୂଆଦିଲ୍ଲୀ: ଆମେରିକା ପକ୍ଷରୁ ଖେଳୁଥିବା ଭାରତୀୟ ବଂଶୋଦ୍ଭବ ଯସକରନ ସିଂ ମାଲହୋତ୍ରା ଆଜି ୪ର୍ଥ ଖେଳାଳି ଭାବେ ଆନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଓଭରରେ ୬ ଛକା ମାରିବା ଗୌରବ ଅର୍ଜନ କରିଛନ୍ତି । ଓମାନରେ ପାପୁଆ ନିଉ ଗିନି ବିପକ୍ଷରେ ସେ ଏହି ସଫଳତା ହାସଲ କରିଛନ୍ତି । ୩୧ ବର୍ଷୀୟ ମାଲହୋତ୍ରା…

ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ସ୍ନେହାଙ୍ଗିନୀ ଛୁରିଆ, କହିଲେ ଓଡ଼ିଶା ବିଜେପି ଚାଷୀ ବିରୋଧୀ

ଭୁବନେଶ୍ବର : ଚାଷୀ ପ୍ରସଙ୍ଗରେ ବିଜେପିକୁ ବିଜେଡିର ସମାଲୋଚନା । ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ତୀବ୍ର ସମାଲୋଚନା କରିଛନ୍ତି ବିଜେଡି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ । ଓଡ଼ିଶା ବିଜେପି ଚାଷୀ ବିରୋଧୀ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ନେହାଙ୍ଗିନୀ ଛୁରିଆ । ସେ…

ଟି୨୦ ବିଶ୍ୱକପ: ଧୋନୀଙ୍କ ବିରୋଧରେ ଆସିଲା ଅଭିଯୋଗ

ନୂଆଦିଲ୍ଲୀ:ଟି୨୦ ବିଶ୍ୱକପ ପାଇଁ ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତର ମେଂଟର ଭାବେ ନିଯୁକ୍ତ କରାଯାଇଛି । ତେବେ ଏହି ଦାୟିତ୍ୱ ତୁଲାଇବା ପୂର୍ବରୁ ତାଙ୍କ ବିରୋଧରେ ଅଭିଯୋଗ ଆସିଛି । ତାଙ୍କ ନିଯୁକ୍ତି କନଫ୍ଲିକ୍ଟ ଅଫ ଇଂଟ୍ରେଷ୍ଟ ଅନ୍ତର୍ଗତ ବୋଲି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ପୂର୍ବତନ…

ଲୁଗା ଦୋକାନିଙ୍କ ଘରେ କଳାକନା ବୁଲାଇଲେ ଚୋର

ରାଜଗାଙ୍ଗପୁର : ରାଜଗାଙ୍ଗପୁର ବଡ ଧରଣର ଡକାୟତି। ଲୁଗା ଦୋକାନିଙ୍କ ଘରେ କଳାକନା ବୁଲାଇଲେ ଚୋର। ଦୋକାନିଙ୍କ ଘରୁ ପ୍ରାୟ ୨୦ ଲକ୍ଷ ଟଙ୍କାର ସାମଗ୍ରୀ ଲୁଟି ନେଇଛନ୍ତି ଡକାୟତ । ଆଜି ଭୋର୍ ପ୍ରାୟ ୩ ଟା ପାଖିପାଖି ହେବ ଲୁଟ୍ ହୋଇଛି । ୭ ଜଣିଆ ଡକାୟତ ଦଳ ରାଜଗାଙ୍ଗପୁର ସୁନ୍ଦରଗଡ଼ ମୁଖ୍ୟ…

ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକା ୨୦୨୧କୁ ଉନ୍ମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର : ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକା ୨୦୨୧କୁ ଉନ୍ମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଏନଆଇଆରଏଫ ତାଲିକାରେ ୧୧ଟି ବିଭିନ୍ନ ବିଭାଗ ଯଥା ସାମଗ୍ରୀକ ସଫଳତାକୁ ନେଇ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ, ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ, ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, କଲେଜ୍,…

ଭାରତୀୟ ପାରାଅଲିମ୍ପିକ୍ସ ଦଳକୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭାରତୀୟ ପାରାଅଲିମ୍ପିକ୍ସ ଦଳକୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ । ଦିଲ୍ଲୀସ୍ଥିତ ନିଜ ବାସଭବନରେ ଟୋକିଓ ପାରାଅଲିମ୍ପିକ୍ସ କ୍ରୀଡାର ଭାରତୀୟ ଦଳ ପାଇଁ ସମାରୋହର ଆୟୋଜନ କରାଯାଇଥିଲା । ଏହି ଦଳରେ ପାରା ଆଥଲେଟ୍ସ ଓ ସେମାନଙ୍କ କୋଚ୍ ଧ୍ୟ ସାମିଲ ହୋଇଥିଲେ । ଏହି ଅସରରେ…

ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର : ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ବିଧାନସଭା ଶେଷ ସହିତ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି । ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ମୌସୁମୀ ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଥିଲା । ଏହାରି ମଧ୍ୟରେ ଗୋଟିଏ…

ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହେଲେ ଅଭିଜ୍ଞ ବ୍ରାଜିଲ ଫରୱାର୍ଡ ଜୋନାଥାସ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ ଫୁଟବଲରେ ଅଭିଜ୍ଞ ବ୍ରାଜିଲ ଫରୱାର୍ଡ ଜୋନାଥସ କ୍ରିଷ୍ଟିଆନ ଡି ଜିସସ ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହୋଇଛନ୍ତି । ଜୋନାଥସ ବ୍ରାଜିଲ ନେଦରଲାଣ୍ଡ, ସ୍ପେନ, ଇଟାଲୀ ଓ ଜର୍ମାନୀର ଅନେକ ପ୍ରତିଷ୍ଠିତ କ୍ଲବ ପକ୍ଷରୁ ଖେଳି ସାରିଛନ୍ତି । ୧୦୦ରୁ ଊର୍ଦ୍ଧ୍ୱ ଗୋଲ ତାଙ୍କ…

ପ୍ରକାଶ ପାଇଲା NIRF ୨୦୨୧ ତାଲିକା : ଟପ୍‌ ୨୫ ବିଶ୍ବବିଦ୍ୟାଳୟ ତାଲିକାରେ ‘ସୋଆ’

ଭୁବନେଶ୍ବର : ପ୍ରକାଶ ପାଇଲା ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମଓ୍ବାର୍କ ୨୦୨୧ ତାଲିକା । ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ନେଇ ଘୋଷଣା କରିଛନ୍ତି । ତାଲିକାରେ ଭାରତର ଶ୍ରେଷ୍ଠ ମେଡିକାଲ ବିଶ୍ବବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି…