ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟଣା । ଗଭୀର ଦୁଃଖ ପ୍ରକାଶ ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା…