ସମ୍ବଲପୁରରେ ଜଣ୍ଡିସ ଆତଙ୍କ; ସ୍ଥିତି ପରଖୁଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍
ସମ୍ବଲପୁର: ସମ୍ବଲପୁରରେ ପୁଣି ଚିନ୍ତା ବଢାଉଛି ଜଣ୍ଡିସ୍ । ସ୍ଥିତି ପରଖିବା ପାଇଁ ସମ୍ବଲପୁରରେ ପହଞ୍ଚିଲା ଦୁଇ ଜଣିଆ ରାପିଡ ରେସପନ୍ସ ଟିମ୍ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏବେ ସମ୍ବଲପୁରରେ ଘର ଘର ବୁଲି ଯାଞ୍ଚ କରୁଛନ୍ତି ଟିମ୍ । ଜଣ୍ଡିସ ପ୍ରଭାବିତ ଅଞ୍ଚଳ ଗୁଡିକ ମଧ୍ୟ ପରିଦର୍ଶନ…