କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୁହରି
ନୂଆଦିଲ୍ଲୀ; ଲୋକସଭା କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେପଟେ ଆଜିଠୁ ଅଷ୍ଟାଦଶ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି । ଶପଥ ନେବା ପରେ ନବନିର୍ବାଚିତ ସାଂସଦଙ୍କୁ ଶପଥ…