ପେପର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ଏନଟିଏ ଡିଜି ପଦରୁ ସୁବୋଧ ସିଂହ ବିଦା
ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଏବେ ବିବାଦ ଘେରରେ ରହିଛି। ୟୁଜିସି ନେଟ୍ ପରୀକ୍ଷା ବାତିଲ ହେବା ପରେ ଏବଂ ନିଟ୍ ପରୀକ୍ଷାରେ ଜାଲିଆତି ଖବର ସାମ୍ନାକୁ ଆସିବା ପରେ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି କୁ ନେଇ ବୟାନ ଦେଇଛନ୍ତି ।
ସେ…