ଗୃହପାଳିତ ପ୍ରାଣୀଙ୍କ ପାଇଁ ସୋଆରେ ଖୋଲିଲା ସ୍ପା ଓ ଗ୍ରୁମିଂ ସେଂଟର
ଭୁବନେଶ୍ୱର: ଘରେ ରହୁଥିବା ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ୍ ଆଣ୍ଡ ଆନିମଲ ହଜ୍ବ୍ୟାଣ୍ଡରୀ (ଆଇଭିଏସ୍ଏଏଚ୍)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଂଟର।
ପ୍ରାଣୀ…