୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
ଭୁବନେଶ୍ବର:ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ । ଢେଙ୍କାନାଳ ଗଜମରାରେ ସ୍ଥାପନ ହେବ ବଡ଼ ପ୍ରକଳ୍ପ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ ସାମଗ୍ରୀ । ୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ । ପ୍ରତ୍ୟକ୍ଷ ଓ ପରୋକ୍ଷରେ ୨୦ ହଜାର ନିଯୁକ୍ତ…