Latest Odisha News

BREAKING NEWS

ଉଦଘାଟନ ହେଲା ନାଳନ୍ଦାର ନୂଆ କ୍ୟାମ୍ପସ, ଫେରିବ ପୁରୁଣା ପରିଚୟ

ନୂଆଦିଲ୍ଲୀ: ବୁଧବାର ଉଦଘାଟନ ହେଲା ନାଳନ୍ଦାର ନୂଆ କ୍ୟାମ୍ପସ। ପ୍ରଧାନମନ୍ତ୍ରୀ ମୋଦି ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବୁଲି ଦେଖିଛନ୍ତି। ୨୦୧୬ ମସିହାରେ ଏହି ବିଶ୍ୱବିଦ୍ୟାଳୟକୁ ପର୍ଯ୍ୟଟନସ୍ଥଳ…

ଜଙ୍ଗଲ ଜମି ବେଆଇନ ଜବରଦଖଲ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କଲେ ମହିଳା

ସୁବର୍ଣ୍ଣପୁର: ଜଙ୍ଗଲ ଜମିକୁ ବେଆଇନ ଜବରଦଖଲ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା ଗୋଷ୍ଠୀ । ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ଦେବା ସହିତ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ମହିଳା ଗୋଷ୍ଠୀ । ଖବର ମୁତାବକ, ସୁବର୍ଣ୍ଣପୁର ଜିଲ୍ଲା…

ଗଞ୍ଜାମର ୩ଟି ବ୍ଲକର ୧୩ଟି ପଞ୍ଚାୟତକୁ ମିଳିଲା ବିଜୁଳି, ଉପକୃତ ହେଲେ ୧୬ ହଜାରରୁ ଉର୍ଦ୍ଧ୍ୱ ଉପଭୋକ୍ତା

ବ୍ରହ୍ମପୁର: ଗଞ୍ଜାମର ୩ଟି ବ୍ଲକର ୧୩ଟି ପଞ୍ଚାୟତକୁ ମିଳିଲା ବିଜୁଳି ସେବା। ଭରସାଯୋଗ୍ୟ ତଥା ଗୁଣାତ୍ମକ ବିଜୁଳି ଯୋଗାଣ ପାଇଁ ଟିପିଏସଓଡିଏଲ୍‌ ଗଞ୍ଜାମ ଜିଲ୍ଲା ଆସିକା ନୂଆ ଗ୍ରୀଡ୍ ସବଷ୍ଟେସନଠାରୁ ନୂଆଗାଁ ପ୍ରାଇମେରୀ ସବଷ୍ଟେସନ ପର୍ଯ୍ୟନ୍ତ ଏକ ନୂଆ ୩୩ କେଭି ଲାଇନ ସ୍ଥାପନ କରିଛି । ଏହି…

ସିକିମ୍‌ରେ ଭୂସ୍ଖଳନ ଘଟଣା: ଏବେ ସୁଦ୍ଧା ୧୨୦୦ରୁ ଅଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର, ୬ ମୃତ

ଗାଙ୍ଗ୍‌ଟକ୍‌: ଉତ୍ତର ସିକ୍କିମର ମଙ୍ଗନ ଜିଲ୍ଲା ଲାଚୁଙ୍ଗ ଅଞ୍ଚଳରେ ୧୨ ତାରିଖରେ ହୋଇଥିଲା ବଡ଼ ଧରଣର ଭୂସ୍ଖଳନ । ଏହି ଭୂସ୍ଖଳନରେ ଫସି ରହିଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର ଜାରି ରହିଛି। ବର୍ତ୍ତମାନ ଭାରତୀୟ ସେନାକୁ ମିଳିଛି ବଡ଼ ସଫଳତା । ଭୂସ୍ଖଳନ ପରେ ଫସି ରହିଥିବା ୧୨ ଶହରୁ ଅଧିକ…

ପ୍ରକାଶ ପାଇଲା ଓଏସଏସଟିଇଟି ରେଜଲ୍ଟ, ଜାଣନ୍ତୁ କିପରି କରିବେ ଡାଉନଲୋଡ

ଭୁବନେଶ୍ବର: ପ୍ରକାଶ ପାଇଲା ଓଡିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) । ପରୀକ୍ଷାର୍ଥୀମାନେ ନିଜ ରେଜଲ୍ଟ ଦେଖିବା ପାଇଁ www.bseodisha.ac.in ରେ ଲଗଇନ୍ କରି ନିଜ ନିଜ ରେଜଲ୍ଟ ଦେଖିପାରିବେ । ଏହାସହ ପରୀକ୍ଷାର୍ଥୀମାନେ ୱେବସାଇଟରୁ ଡିଜିଟାଲ ସାର୍ଟିଫିକେଟ୍ ପାଇପାରିବେ…

ଅଲିମ୍ପିକ୍ସ ପୂର୍ବରୁ ଫର୍ମରେ ନୀରଜ, ପାଭୋ ନୁର୍ମି ଗେମ୍ସରେ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ: ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ଆଥଲେଟ ନୀରଜ ଚୋପ୍ରା ପାଭୋ ନୁର୍ମି ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଜାଭେଲିନ ଥ୍ରୋରେ ନୀରଜ ୮୫.୯୭ ମିଟର ଦୂରତାକୁ ଥ୍ରୋ କରି ଏହି ସଫଳତା ହାସଲ କରିଛନ୍ତି । ୨ ଥର ବିଶ୍ୱ ଚାମ୍ପିୟନ ଗ୍ରେନେଡାର ଆଣ୍ଡରସନ ପିଟର୍ସ ମଧ୍ୟ ହି…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା। ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି।…

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ, ବନ୍ଦ ରହିଛି ଇଣ୍ଟରନେଟ ସେବା

ବାଲେଶ୍ବର: ଜିଲ୍ଲାରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ…

ଥାଇରଏଡ୍ ଥିଲେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ

ଭୁବନେଶ୍ୱର : ଥାଇରଏଡ୍ ଏକ ଗ୍ରନ୍ଥି ଜନିତ ସମସ୍ୟା। ଏହି ରୋଗ ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କଠାରେ ଅଧିକ ଦେଖାଯାଏ। ଏକ ସର୍ବେକ୍ଷଣରୁ ଜଣାପଡିଛି ଯେ, ଭାରତରେ ପ୍ରତି ୮ ଜଣ ମହିଳାଙ୍କ ମଧ୍ୟରୁ ଜଣଙ୍କର ଥାଇରଏଡ୍ ସମସ୍ୟା ରହିଛି। ମୋଟ ଉପରେ, ଦେଶରେ ୪.୨ କୋଟିରୁ ଅଧିକ ଲୋକ ଏହି ରୋଗରେ…

ଡ୍ରେନ୍ ଟ୍ରାଜେଡି: ଘଟଣାସ୍ଥଳରେ ନଗର ଉନ୍ନୟନ ମନ୍ତ୍ରୀ, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ…

ଭୁବନେଶ୍ବର: ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣାରେ ୟୁନିଟ-୩ ମସଜିଦ୍‌ କଲୋନୀରେ ପହଞ୍ଚିଲେ ନଗର ଉନ୍ନୟନ ମନ୍ତ୍ରୀ। ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟିବା ପରେ ଆଜି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ…