ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟରୁ ଶିଶୁ ଚୋରି ଅଭିଯୋଗ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଚୋରକୁ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମୀ ।
ଅଭିଯୋଗ ଅନୁସାରେ ବୌଦ୍ଧ ଜିଲ୍ଲା ପଲସଗୋରା ଗାଁର ବିମ୍ବାଧର ସୁନା ତାଙ୍କ ଶିଶୁ କନ୍ୟାକୁ…