ଜାନୁଆରୀ ୧ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କୁ ରାତି ଅନିଦ୍ରା ନରଖିବାକୁ ଅନୁରୋଧ
ପୁରୀ: ନୂଆ ବର୍ଷ ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ। ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି। ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ। ଏହା ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ।…