Latest Odisha News

BREAKING NEWS

ରୋହିତଙ୍କ ସହ ବିବାଦ ଗୁଜବର ଅନ୍ତ ଘଟାଇଲେ ଶୁଭମନ ଗିଲ

ନ୍ୟୁୟର୍କ: ଚଳିତ ଟି୨୦ ବିଶ୍ୱକପ ଅବସରରେ ଟିମ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଓ ଶୁଭମନ ଗିଲଙ୍କ ମଧ୍ୟରେ ଅଶାନ୍ତି ଉପୁଜିଥିବା ଖବର ପ୍ରକାଶ ପାଇଥିଲା । ଶୁଭମନ ଓ ଆଭେଶ ଖାଁ ସୁପର ଏଇଟ ପୂର୍ବରୁ ସ୍ୱଦେଶ ପ୍ରତ୍ୟାବର୍ତନ କରିବା ଖବର ପ୍ରକାଶ ପାଇବା ପରେ ଉପରୋକ୍ତ ଗୁଜବ ଚର୍ଚ୍ଚାର କାରଣ…

ବିଜୁଳି ଘଡ଼ଘଡ଼ି ନେଇ ଦକ୍ଷିଣ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆହୁରି ୨ଦିନ ଯାଏଁ ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । କୋରାପୁଟ ଓ ମାଲାକାନଗିରିରେ ସକ୍ରିୟ ରହିଛି ମୌସୁମୀ । ଆସନ୍ତା ୪ ଦିନ ଭିତରେ ଏହା ରାଜ୍ୟର ଅନ୍ୟ ଜିଲ୍ଲାକୁ ଛୁଇଁପାରେ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ନେଇ ଦକ୍ଷିଣ ଓଡ଼ିଶାକୁ ୟେଲୋ…

ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ନିଖୋଜ, ୧୧ ଉଦ୍ଧାର

ବିହାର: ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ନିଖୋଜ। ବୁଡ ଦେବାକୁ ଏ କୂଳରୁ ସେ କୂଳ ଯିବା ବେଳେ ଡଙ୍ଗା ବୁଡି ଅଘଟଣ ଘଟିଛି । ୧୭ ଜଣ ଯାତ୍ରୀଙ୍କୁ ନେଇ ଗଙ୍ଗୀ ନଦୀରେ ଯିବା ସମୟରେ ଭାରସାମ୍ୟ ହରାଇ ଡଙ୍ଗା ଓଲଟି ପଡିଛି । ଫଳରେ ୬ ଜଣ ନିଖୋଜ ହୋଇଯାଇଥିବା ବେଳେ ୧୧ ଜଣଙ୍କୁ ଉଦ୍ଧାର କଲା ଏସଡିଆରଏଫ୍…

ଦନ୍ତା ଆକ୍ରମଣରେ ମହିଳା ଗୁରୁତର, ଏସସିବିରେ ଭର୍ତ୍ତି

ଢେଙ୍କାନାଳ: ଥମୁନି ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୁକ୍ତାପଶି ଗାଁ ଅଙ୍ଗାରପାଟିଆ ନିକଟରେ ଦନ୍ତା ହାତୀ ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣେ ମହିଳା ଗୁରୁତର…

ଚିନ୍ତାରେ ମୋଦି; ‘ବିଜେପି ବାଚସ୍ପତି ଗାଦି ହାସଲ କଲେ ଭାଙ୍ଗିଯିବ ଏନଡିଏ ମେଣ୍ଟ’

ନୂଆଦିଲ୍ଲୀ : 'ଯଦି ବିଜେପି ଲୋକସଭା ବାଚସ୍ପତି ଗାଦି ନିଜ ହାତକୁ ନିଏ ତାହେଲେ ଏନଡିଏ ମେଣ୍ଟ ଭାଙ୍ଗିଯିବ | ବିଜେପିର ଏହା ପୁରୁଣା ଅଭ୍ୟାସ କ୍ଷୀର ପିଆଇଥିବା ଲୋକକୁ ହିଁ ଚୋଟ ମାରିବା |' ଲୋକସଭା ବାଚସ୍ପତି ପଦକୁ ନେଇ କିଛି ଏମିତି କହିଛନ୍ତି ଶିବସେନା(ଉଦ୍ଧବ ଠାକରେ) ନେତା ସଞ୍ଜୟ ରାଉତ |…

ଭଡ଼ା ଘରୁ ସନ୍ଦେହଜନକ ଅବସ୍ଥାରେ କନିଷ୍ଠ କିରାଣିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ସନ୍ଦେହଜନକ ଅବସ୍ଥାରେ କନିଷ୍ଠ କିରାଣିଙ୍କ ମୃତଦେହ ଉଦ୍ଧାର। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା। ରେଢାଖୋଲ ଉପଖଣ୍ଡ ନାକଟିଦେଉଳ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିୟର କ୍ଳର୍କ କ୍ଷୀରୋଦ କୁମାର ବଳଙ୍କ ମୃତଦେହ ମିଳିଛି । ରେଢାଖୋଲ…

ବାବୁଲି ବାରିକଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ, ଶୃଙ୍ଖଳିତ ରଥଯାତ୍ରା ନେଇ ଆଲୋଚନା

ଭୁବନେଶ୍ୱର: ପାଖେଇ ଆସୁଛି ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ପାଇଁ ଘନ ଘନ ଚାଲିଛି ବୈଠକ। ଶୃଙ୍ଖଳିତ ରଥଯାତ୍ରା ନେଇ ଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିପରି ଉପସ୍ଥିତ ଅଛନ୍ତି ଉପମୁଖ୍ୟମନ୍ତ୍ରୀ…

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ: ସିବିଆଇ ତଦନ୍ତ ଦାବି କଲେ ବିଧାୟକ ଲକ୍ଷ୍ମଣ ବାଗ୍

ବଲାଙ୍ଗିର: ବହୁ ଚର୍ଚ୍ଚିତ କଣ୍ଟାବାଂଜୀ ମମିତା ମେହେର ହତ୍ୟା କାଣ୍ଡ ଘଟଣା । ପୁଣି ଥରେ ସିବିଆଇ ତଦନ୍ତ ଦାବି କଲେ ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗ୍ । ମମିତାଙ୍କ ପରିବାରକୁ ଭେଟି ପୁଣି ଥରେ ସିବିଆଇ ତଦନ୍ତ ପାଇଁ ଦାବୀ କରିଛନ୍ତି ଲକ୍ଷ୍ମଣ ବାଗ୍‌ । ଆଜି ସକାଳେ କଣ୍ଟାବାଂଜୀ ଝରନୀ…

ନସୀରଙ୍କ ବିବାଦୀୟ ବୟାନ, ରାଜେଶ ଖାନ୍ନା ଭଲ ଅଭିନେତା ନ ଥିଲେ

ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ନସୀରୁଦ୍ଦିନ ଶାହ ତାଙ୍କ ବିବାଦୀୟ ବୟାନ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି । ନିକଟରେ ସେ ଏକ ସାକ୍ଷାତକାରରେ କହିଛନ୍ତି ଯେ, ରାଜେଶ ଖାନ୍ନା ଭଲ ଅଭିନେତା ନ ଥିଲେ । ୭୦ ଦଶକ ପରେ ତାଙ୍କ ଯୋଗୁ ହିନ୍ଦୀ ଫିଲ୍ମର ସ୍ତର ଖସିଥିଲା । ଏପରିକି ସେ ୨୦୧୦ରେ…