ଗବେଷଣାକୁ ପ୍ରୋତ୍ସାହନ ଦେବା ପାଇଁ ସୋଆ ପକ୍ଷରୁ ଆଇଏମଜିଇଏକ୍ସ ଇଣ୍ଡିଆ ସହ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଓ ଭୁବନେଶ୍ୱରସ୍ଥିତ ଆଇଏମଜିଇଏକ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।
ଏହି ଗବେଷଣା କାର୍ଯ୍ୟକ୍ରମରେ ଏସଓଏର ସେଣ୍ଟର ଫର୍ ଇଣ୍ଡଷ୍ଟ୍ରିଆଲ ବାୟୋଟେକ୍ନୋଲୋଜି ରିସର୍ଚ୍ଚ…