ନାବାଳକକୁ ଉଲଗ୍ନ କରି ନିର୍ଘାତ ମାଡ଼, ଥାନାରେ ଏତଲା ଦେଲେ ପରିବାର
କଟକ: ପୁଣି କଙ୍ଗାରୁ କୋର୍ଟର ଶିକାର ହୋଇଛନ୍ତି ଜଣେ ନାବାଳକ । କଟକ ଚାଉଳିଆଗଞ୍ଜ ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ନାବାଳକଙ୍କୁ ଉଲଗ୍ନ କରି ମାଡ଼ ମାରିଥିବା ସୂଚନା ରହିଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଘଟଣା ସମ୍ପର୍କରେ ପୀଡ଼ିତ ନାବାଳକ…