Latest Odisha News

BREAKING NEWS

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଟିମ୍‌ ଉପରକୁ ଆକ୍ରମଣ, ୨ ଯବାନ ଆହତ

ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ କନଭୟ ଉପରକୁ ଗୁଳିମାଡ । କାଙ୍ଗପୋକି ଜିଲ୍ଲାର କୁକୀ ସମ୍ପ୍ରଦାୟର ସନ୍ଦିଗ୍ଧ ଆତଙ୍କାବଦୀଙ୍କ ପକ୍ଷରୁ ଏହି ଗୁଳିମାଡ଼ କରାଯାଇଥିବା ସୂଚନା ମିଳିଛି । ଏହି ଘଟଣାରେ ଦୁଇ ଜଣ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି । ତେବେ ଗୁଳିମାଡ଼ ସମୟରେ କନଭୟରେ…

ବୁଧବାର ୪.୪୫ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିବାକୁ ଯାଉଛି ଓଡିଶା ରାଜନୀତିର ଫର୍ଦ୍ଦ  । ବୁଧବାର ଅପରାହ୍ଣ ୪ଟା ୪୫ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏହା ପରେ ଦୀର୍ଘ ୨୪ ବର୍ଷ ପରେ ଓଡିଶାର ମଙ୍ଗ ଧରିବେ ନୂଆ ଶାସକ । ଓଡିଶା ଇତିହାସରେ ଯୋଡି ହେବାକୁ ଯାଉଛି ଆଉ ଏକ ନୂଆ ମୁଖ୍ୟମନ୍ତ୍ରୀକ ନାମ । ଏହି ଅବସରରେ…

ବକୁଳ ଫେଷ୍ଟିଭାଲରେ ଶିଶୁ କାହାଣୀକାର

ଭୁବନେଶ୍ୱର : ବକୁଲ ଫାଉଣ୍ଡେସନ ଆନୁକୂଲ୍ୟରେ ଆଜି ବକୁଳ ଲାଇବ୍ରେରୀରେ ବକୁଳ ଷ୍ଟୋରୀଟେଲିଂ ଫେଷ୍ଟିଭାଲର ଶିଶୁ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୯ ରୁ ୧୪ ବର୍ଷ ବୟସ ମଧ୍ୟରେ ୧୧ ଟି ଛୋଟ କାହାଣୀକାର ଅଂଶ ଗ୍ରହଣ କରି କାହାଣୀ କହିଥିଲେ। ଏହି ଷ୍ଟୋରିଟେଲିଂ ଉତ୍ସବରେ କେତେକ ଶିଶୁ…

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବାପରେ ମହାପ୍ରଭୁ ଜଗନ୍ନାଥଙ୍କ ପୂଜର୍ଚ୍ଚନା କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିରେ ପୁଣିଥରେ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ପାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଗତକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲାପରେ ଆଜି ନୂଆଦିଲ୍ଲୀ ହଜଖାସ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

ଭୁବନେଶ୍ବର: ପଦରୁ ଇସ୍ତଫା ଦେଲେ ଭକ୍ତ ଚରଣ ଦାସ । ଚଳିତ ନିର୍ବାଚନରେ କଂଗ୍ରେସ ଦଳର ଖରାପ ପ୍ରଦର୍ଶନ ପରେ ଆଜି ନିଜର ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ । ସେ ପ୍ରଦେଶ କଂଗ୍ରେସ କମିଟିର ପ୍ରଚାର କମିଟି ଅଧ୍ୟକ୍ଷ ରହିଥିଲେ । ଅଧ୍ୟକ୍ଷ ପଦ ଛାଡ଼ିବା…

ଫ୍ରେଂଚ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଲେ ଆଲକାରେଜ

ପ୍ୟାରିସ: ସ୍ପେନର ଷ୍ଟାର ଟେନିସ ଖେଳାଳି କାର୍ଲୋସ ଆଲକାରେଜ ଫ୍ରେଂଚ ଓପନ ୨୦୨୪ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି । ଫାଇନାଲରେ ସେ ଜର୍ମାନୀର ଆଲେକକାଣ୍ଡର ଜେରେଭଙ୍କୁ ୬-୩, ୨-୬, ୫-୭, ୬-୧ ଓ ୬-୨ ସେଟରେ ପରାସ୍ତ କରିଥିଲେ । ଜେରେଭ ଦ୍ୱିତୀୟ ଥର ପାଇଁ ଗ୍ରାଣ୍ଡସ୍ଲାମ ଫାଇନାଲରେ…

ଲଣ୍ଡା ହେବାକୁ ମନା କଲେ ଆପ ନେତା ସୋମନାଥ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସହ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି । ନିର୍ବାଚନ ପୂର୍ବରୁ ଆପ ନେତା ସୋମନାଥ ଭାରତୀ ପ୍ରତିଜ୍ଞା କରିଥିଲେ ଯେ, ମୋଦି ଯଦି ପୂନର୍ବାର ପ୍ରଧାନମନ୍ତ୍ରୀ ହେବେ ତେବେ ମୁଁ ଲଣ୍ଡା…

ଶପଥ ପରେ ମୋଦୀଙ୍କ ପ୍ରଥମ ଦସ୍ତଖତ, ଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ନୂଆଦିଲ୍ଲୀ: ଶପଥ ପରେ ମୋଦୀଙ୍କ ପ୍ରଥମ ଦସ୍ତଖତ । କୃଷକଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଜାରି କଲେ ନିର୍ଦ୍ଦେଶନାମା । ଗତକାଲି ଶପଥ ଗ୍ରହଣ ପରେ ଆଜି ପ୍ରଧାନମନ୍ତ୍ରୀ ପ୍ରଥମ ଫାଇଲରେ ନିଜର ଦସ୍ତଖତ ମାରିଛନ୍ତି । ଯାହା କୃଷକଙ୍କ ସହ ଜଡିତ । ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦସ୍ତଖତରେ ପିଏମ୍…

ଟି୨୦ ବିଶ୍ୱକପରେ ପାକିସ୍ତାନ ଉପରେ ଭାରତର ପ୍ରଭୂତ୍ୱ ଜାରୀ

ନ୍ୟୁୟର୍କ: ଟି୨୦ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ଉପରେ ଭାରତ ତାର ପ୍ରଭୂତ୍ୱ ଜାରୀ ରଖିଛି । ଓଭରାଲ ୮ଟି ମୁକାବିଲାରୁ ଭାରତର ଏହା ୭ମ ବିଜୟ । ସେହିପରି ଟି୨୦ରେ ଉଭୟ ଦଳ ମଧ୍ୟରେ ୧୩ଟି ମ୍ୟାଚ ଖେଳାଯାଇଛି । ଭାରତ ୧୦ ଓ ପାକିସ୍ତାନ ୩ ମ୍ୟାଚରେ ବିଜୟୀ ହୋଇଛି । ରବିବାର ବିଳମ୍ବିତ ରାତିରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଓଡିଶାର ୩ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବା ପରେ ଆରମ୍ଭ ହୋଇଛି ମୋଦି ସରକାର ୩.୦ । ଏନେଇ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ତାଙ୍କ…