Teacher misbehaves: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ୧୧ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି । ଗିରଫ ଶିକ୍ଷକ ଜଣକ ହେଲେ ମନୋରଞ୍ଜନ ମାଝୀ ।
ସ୍ଥାନୀୟ ଶିକ୍ଷକ ଜଣକ ମିଠେଇ ଖାଇବାକୁ…