‘ଆଗାମୀ ଦିନରେ ଓଡ଼ିଶା ସଶକ୍ତ ଏବଂ ଉନ୍ନତ ରାଜ୍ୟ ହେବ’
ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଆଜି ପୂର୍ବାହ୍ନରେ ରାଜ୍ୟପାଳ ରଘୁବର ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏଥିସହ ମା' ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ଆଶିଷ ଲାଭ…