Latest Odisha News

BREAKING NEWS

ଉପକାରୀ କଞ୍ଚା ପିଆଜ

କଞ୍ଚା ପିଆଜରେ ପରି ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି, ଯାହାକୁ ଜାଣିଲେ କଞ୍ଚା ପିଆଜର ଦୁର୍ଗନ୍ଧକୁ ଭୁଲିଯିବେ।  ସ୍ୱାସ୍ଥ୍ୟ ପାଇଁ ବେଶ୍ ଲାଭକାରୀ। ଏହାକୁ ଖାଇବା ଦ୍ୱାରା ସାମଗ୍ରୀକ ସ୍ୱାସ୍ଥ୍ୟରେ ଉନ୍ନତି ଆସେ। ଇମ୍ୟୁନିଟି ବୁଷ୍ଟଠୁ ନେଇ ହୃଦୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ…

‘ଟାଇଗର ଜିନ୍ଦା ହୈ’: ଏନଡିଏ ସରକାରର ଶପଥ ଗ୍ରହଣ ପୂର୍ବରୁ ପାଟନାରେ ଲାଗିଲା ନୀତିଶଙ୍କ ପୋଷ୍ଟର

ପାଟନା: ୨୦୨୪ ଲୋକସଭା ନିର୍ବାଚନରେ ​​ଏନଡିଏର ବିଜୟ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସ୍ଥିତି ଆହୁରି ମଜଭୁତ୍ ହୋଇଛି । ଦଳୀୟ କର୍ମୀଙ୍କ ମଧ୍ୟରେ ମଧ୍ୟ ପୂର୍ଣ୍ଣ ଉତ୍ସାହ ରହିଛି । ଏହି ସମୟରେ ପାଟନାରେ ନୀତିଶ କୁମାରଙ୍କ ଏକ ଆକର୍ଷଣୀୟ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି ।…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଅନ୍ତରୀଣ ଜାମିନ । ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ । ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା…

ଏନଡିଏ ଭାରତ ଆତ୍ମାର ପ୍ରତିବିମ୍ବ: ମୋଦି

ନୂଆଦିଲ୍ଲୀ: ଏନ୍‌ଡିଏ ନେତା ନିର୍ବାଚିତ ପରେ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ । ମୋଦି କହିଛନ୍ତି ଏନଡିଏ ଭାରତର ଆତ୍ମାର ପ୍ରତିବିମ୍ବ । ସର୍ବସମ୍ମତିରେ  ମୋତେ ବାଛି ନୂଆ ଦାୟିତ୍ବ ଦେଇଛନ୍ତି, ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ ସବୁବେଳେ କୃତଜ୍ଞ । ଏନ୍‌ଡିଏ ଆଜି ୨୨ ରାଜ୍ୟରେ ସରକାର କରିବାର…

ନିର୍ବାଚନ ଜିତିବା ପରେ ଚିରଞ୍ଜୀବଙ୍କ ପାଦ ଛୁଇଁ ଆଶର୍ବାଦ ନେଲେ ପଓ୍ବନ କଲ୍ୟାଣ, ସାମ୍ନାକୁ ଆସିଲା ଭିଡିଓ

ପିଥାପୁରମ: ସାଉଥ ସୁପରଷ୍ଟାର ପଓ୍ବନ କଲ୍ୟାଣଙ୍କୁ ରାଜନୀତିରେ ମିଳିଛି ବଡ ସଫଳତା । ପିଥାପୁରମରୁ ପ୍ରତିଦ୍ୱନ୍ଦ୍ୱିତା କରି ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଜିତିଛନ୍ତି ଅଭିନେତା ପଓ୍ନନ । ଆନ୍ଧ୍ରପ୍ରଦେଶର ପିଥାପୁରମରେ ଐତିହାସିକ ରାଜନୈତିକ ବିଜୟ ପରେ ହାଇଦ୍ରାବାଦରେ ଚିରଞ୍ଜୀବଙ୍କ…

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ:ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ। ବେଙ୍ଗାଲୁରୁର ଏକ କୋର୍ଟ ରାହୁଲଙ୍କ ଉପରେ ରହିଥିବା ମାନହାନି ମାମଲାରେ ଜାମିନ୍‌ ପ୍ରଦାନ କରିଛନ୍ତି। ବିଧାନସଭା ନିର୍ବାଚନ ସମୟରେ ଭାରତୀୟ ଜନତା ଦଳ ରାହୁଲଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଥିଲା। ଏହି ଜାମିନ ବେଙ୍ଗାଲୁରୁର ୪୨ତମ…

ଆନ୍ଧ୍ରପ୍ରଦେଶରେ ମୁସଲମାନମାନଙ୍କ ପାଇଁ ସଂରକ୍ଷଣ ଜାରି ରହିବ: ସ୍ପଷ୍ଟ କରିଛି ବିଜେପିର ସହଯୋଗୀ ଟିଡିପି

ନୂଆଦିଲ୍ଲୀ: ତେଲୁଗୁ ଦେଶମ ପାର୍ଟି (ଟିଡିପି) ନେତା କେ.ରବିନ୍ଦ୍ର କୁମାର ଆନ୍ଧ୍ରପ୍ରଦେଶର ମୁସଲମାନମାନଙ୍କୁ ସଂରକ୍ଷଣ ଜାରି କରାଯିବ ବୋଲି ସ୍ପଷ୍ଟ କରିଛନ୍ତି। ରବିନ୍ଦ୍ର କୁମାର କହିଛନ୍ତି, ଆମେ ଏହାକୁ ଜାରି ରଖିବୁ ଏବଂ ଏଥିରେ କୌଣସି ଅସୁବିଧା ନାହିଁ। ରବିନ୍ଦ୍ର କୁମାରଙ୍କ କଥା ଅତ୍ୟନ୍ତ…

ମୋଦୀ ୩.୦; ଏନଡିଏ ନେତା ଭାବେ ନିର୍ବାଚିତ ହେଲେ ମୋଦି

ନୂଆଦିଲ୍ଲୀ: ଏନଡିଏ ନେତା ଭାବେ ନିର୍ବାଚିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସଂସଦୀୟ ଦଳ ବୈଠକରେ ମୋଦିଙ୍କ ନାମ ପ୍ରସ୍ତାବ କରିଛନ୍ତି ରାଜନାଥ ସିଂହ । ଯାହାକୁ ସମର୍ଥନ ଜଣାଇଛନ୍ତି ଅମିତ ଶାହ ଓ ନୀତିନ ଗଡ଼କରୀ । ଏହାପରେ ନରେନ୍ଦ୍ର ମୋଦି ଏନ୍‌ଡିଏ ସଂସଦୀୟ ଦଳ ନେତା ଭାବେ…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ ଆଜି ନବୀନ ଓଡ଼ିଶା ଅନ୍ତର ଏକ…

ନାସାଉ କାଂଉଟି କ୍ଲବ ପିଚ ବିପଦପୂର୍ଣ୍ଣ ବୋଲି ମାନିଲା ଆଇସିସି

ନ୍ୟୁୟର୍କ: ଚଳିତ ଟି୨୦ ବିଶ୍ୱକପରେ ନାସାଉ କାଂଉଟିର ପିଚ ନେଇ ଭାରତ ସମେତ ଅନ୍ୟ ଟିମଗୁଡିକ ପ୍ରଶ୍ନ ଉଠାଇଛନ୍ତି । ଏବେ ଏହି ପିଚ ମାରାତ୍ମକ ବୋଲି ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ମାନିଛି । ପିଚକୁ ଖେଳିବା ଉପଯୋଗୀ କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି ଆଇସିସି ପକ୍ଷରୁ କୁହାଯାଇଛି । ଏହି…