ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦୀ
ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୋଦି ।। ବୁଧବାର ମୋଦି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ।
ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାଖଲ…