Weather Update: ବାତ୍ୟା ମୋନ୍ଥା ପ୍ରଭାବ: ଆଜି ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ୨୮ ତାରିଖ ସୁଦ୍ଧା ବାତ୍ୟା ରୂପ ନେବ । ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ୟାନାମ୍ ଦେଇ ସ୍ଥଳଭାଗରେ ପ୍ରବେଶ କରିବା ପରେ ସିଧା ମାଲକାନଗିରି ମୁହାଁ ହେବ ବାତ୍ୟା ମୋନ୍ଥା । ୨୯ ତାରିଖ ଭୋର୍ ସମୟରେ ବାଲିମେଳା ଜଳଭଣ୍ଡାର ଦେଇ ପ୍ରବେଶ…