ବଦଳିବ କି ଟ୍ରେଣ୍ଡ! ମୋଦୀଙ୍କୁ କଡ଼ା ଟକ୍କର ଦେଉଛନ୍ତି ଅଜୟ ରାୟ: କଂଗ୍ରେସ କହିଲା ଏହା କେବଳ ଟ୍ରେଲର
ନୂଆଦିଲ୍ଲୀ: ସାରା ଦେଶର ନଜର ଆଜି ଭୋଟ ଗଣତି ଉପରେ। ଏହାରି ଭିତରେ ବିଜେପି ପାଇଁ ସବୁଠାରୁ ବଡ ଝଟକା ଉତ୍ତରପ୍ରଦେଶର ବାରାଣସୀ ଆସନରୁ ଆସିପାରେ। କଂଗ୍ରେସ ବାରାଣସୀ ଆସନରୁ ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ପଡ଼ିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ୍ କରିଛି କଂଗ୍ରେସ।…