ରାଜ୍ୟର ୩ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ବର: ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଏହି ୩…