ଚାଲିଛି ଶେଷ ପର୍ଯ୍ୟାୟ ମତଦାନ: ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୯.୭୭ ପ୍ରତିଶତ ଭୋଟିଂ
ଭୁବନେଶ୍ବର: ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ଭୋଟିଂ ହୋଇଛି ।
ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨ ପ୍ରତିଶତ, ଯାଜପୁରରେ ୪୮.୮୦ ପ୍ରତିଶତ,…