Latest Odisha News

BREAKING NEWS

ଅରବିନ୍ଦ କେଜରିୱାଲ ହେଲେ ଭାବବିହ୍ୱଳ,ଜେଲ ଯିବା ପୂର୍ବରୁ ଦିଲ୍ଲୀବାସୀଙ୍କୁ ଦେଲେ ଏଭଳି ବାର୍ତ୍ତା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ହେଲେ ଭାବବିହ୍ୱଳ । ଜୁନ ୨ରେ ସୁପ୍ରିମକୋର୍ଟରେ ଆତ୍ମସମର୍ପଣ କରିବାକୁ ଯାଉଛନ୍ତି କେଜରିୱାଲ । ଏହା ପୂର୍ବରୁ ସାମ୍ବାଦିକ ସମ୍ମିଳନୀ କରି ଦିଲ୍ଲୀବାସୀଙ୍କୁ ଏକ ଭାବପ୍ରବଣ ବାର୍ତ୍ତା ଜାରି କରିଛନ୍ତି । ମୁଁ ଜେଲ ଭିତରେ ରହିଲେ ବି…

ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି: ନିୟୋଜିତ ହେବେ ୩୬ ହଜାର ପୋଲିସ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ପଡିବ ଭୋଟ୍ । ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬ ହଜାର…

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ପ୍ରାର୍ଥି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଶୁକ୍ରବାର  …

ଭାରତ ନେଲା ବଡ଼ ପଦେକ୍ଷପ: ବ୍ରିଟେନ୍‌ରୁ ଫେରାଇ ଆଣିଲା ୧୦୦ ଟନ୍‌ ସୁନା

ନୂଆଦିଲ୍ଳୀ : ଭାରତ ନେଲା ବଡ଼ ପଦେକ୍ଷପ । ବ୍ରିଟେନରେ ବନ୍ଧା ରଖିଥିବା ସୁନା ଫେରାଇ ଆଣିଛି ଭାରତ । ଆରବିଆଇ ବ୍ରିଟେନରୁ ୧୦୦ ଟନ୍ରୁ ଅଧିକ ସୁନା ଫେରାଇ ଆଣିଛି । ଏହି ସବୁ ସୁନା ଆଗରୁ ବ୍ରିଟେନର ଟ୍ରେଜେରୀ ଭିତରେ ରହିଥିଲା । ସୁନାକୁ ସୁରକ୍ଷିତ ରଖିବା ପାଇଁ , ବ୍ରିଟେନର ବ୍ୟାଙ୍କ ଅଫ…

ଭୁବନେଶ୍ୱରରେ ବାର ଡ୍ୟାନସରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଭଡ଼ା ଘର ଭିତରୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ପାହାଳ ଥାନା ଶିବଶକ୍ତି ନଗର ସ୍ଥିତ ଏକ ବିଲ୍ଡିଂରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବତୀଙ୍କ ଘର ଚଣ୍ଡିଗଡ଼ । ସେ  ବାର୍‌ ଡ୍ୟାନସର୍‌ ଭାବେ କାମ କରୁଥିଲେ । କେମିତି ଓ କେଉଁ ପରିସ୍ଥିତିରେ ଯୁବତୀଙ୍କ ମୃତ୍ୟୁ…

ପୁନେ ପୋର୍ସ କାର୍ ଦୁର୍ଘଟଣା: ମଦ ପିଇ ଗାଡି ଚଲାଉଥିବା ନେଇ ସ୍ବୀକାର କଲେ ନାବାଳକର ସାଙ୍ଗ

ପୁନେ: ପୁନେ ପୋର୍ସ କାର୍ ଦୁର୍ଘଟଣା ମାମଲାରେ ସାମ୍ନାକୁ ଆସିଲା ଆଉ ଏକ ଖବର । ପୋଲିସ ଆଗରେ ସତ ଓଗାଳିଲେ ଅଭିଯୁକ୍ତ ନାବାଳକର ସାଙ୍ଗମାନେ । ଦୁର୍ଘଟଣା ସମୟରେ ଅଭିଯୁକ୍ତ ଡ୍ରାଇଭର ମଦ ପିଇ ଗାଡ଼ି ଚଲାଉଥିବା ନେଇ ସେମାନେ ପୁଲିସକୁ କହିଛନ୍ତି । ଖାଲି ସେତିକି ନୁହେଁ ଦୁର୍ଘଟଣା ସମୟରେ ଗାଡିର…

ମନୀଷ ସିସୋଦିଆଙ୍କୁ ବଡ ଝଟକା, ଜୁଲାଇ ୩ ଯାଏଁ ବୃଦ୍ଧି ପାଇଲା ନ୍ୟାୟିକ ହେପାଜତ

ନୂଆଦିଲ୍ଲୀ: ଆଜି ବି ନିରାଶ ହେଲେ ସିସୋଦିଆ। ଦିଲ୍ଲୀ ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆପ୍ ର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ କୋର୍ଟ ଙ୍କ ପକ୍ଷରୁ କୌଣସି ଆଶ୍ୱସ୍ତି ମିଳିଲାନି। ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାର ଶୁଣାଣି କରି ରାଉସ୍ ଆଭେନ୍ୟୁ କୋର୍ଟ ସିସୋଦିଆଙ୍କ…

ଘର ଭିତରୁ ଶିକ୍ଷୟିତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ସ୍ୱାମୀ ଅଟକ

ନୟାଗଡ଼: ଘର ଭିତରୁ ଶିକ୍ଷୟିତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଚମ୍ପତିପୁର ଗାଁରେ ଘର ଭିତରୁ ମିଳିଲା ମୃତଦେହ। ଟଙ୍କା ପାଇଁ ଶାଶୁଘର ଲୋକ ପିଟି ପିଟି ମାରିଦେଇଥିବା ଅଭିଯୋଗ । ମୃତ ଶିକ୍ଷୟିତ୍ରୀଜଣକ ହେଉଛନ୍ତି ପଦ୍ମିନୀ ପ୍ରଧାନ। ସେ ଓଡ଼ଗାଁ ଆଦର୍ଶ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା:ରାୟ ସଂରକ୍ଷିତ

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି । କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଏହି ମାମଲାରେ ଯୁକ୍ତି ଉପସ୍ଥାପନ କରିଥିଲେ । ଇଭିଏମ ଭଙ୍ଗା ଘଟଣାରେ ପୋଲିସ ଖୋର୍ଦ୍ଧା…

୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍‌, ୨ ମହିଳା ଶ୍ରମିକ ମୃତ

ସୁନ୍ଦରଗଡ଼: ୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍‌, ୨ ମହିଳା ଶ୍ରମିକ ମୃତ। ୫ ଗୁରୁତର ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଉସତାଲି ଘାଟିରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଶ୍ରମିକଙ୍କୁ ହେମଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ରାସ୍ତା କାମ ପାଇଁ ହେମଗିରିରୁ…