ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ ଗିରଫ, ଭଦ୍ରକରେ ୧୪୪ ଧାରା ଜାରି
ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଗତକାଲି ଅଭିଳାଷଙ୍କ ସହ ଅନ୍ୟ ୨୦ଜଣଙ୍କୁ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କରଞ୍ଜମାଳ ପଂଚାୟତର ଖପୁରିଆ ଛକ ନିକଟରେ ଏମାନଙ୍କ ଉପରକୁ…