ଶରୀରରେ କୋଲେଷ୍ଟ୍ରଲ୍ ବୃଦ୍ଧି ହେଲେ ଖାଆନ୍ତୁ ଏହି ଡାଲି, ମିଳିବ ଫାଇଦା
ଭୁବନେଶ୍ଵର: ମସୁର ଡାଲି ଭାରତରେ ଏକ ଲୋକପ୍ରିୟ ଖାଦ୍ୟ । ଏହାକୁ ପ୍ରାୟ ଲୋକ ଖାଆନ୍ତି । ମସୁର ଡାଲିକୁ ପ୍ରୋଟିନର ଏକ ଉତ୍ସ ଭାବରେ ବିବେଚନା କରାଯାଏ । ଶାକାହାରୀ ଲୋକଙ୍କ ପାଇଁ ମସୁର ଡାକି ଏକ ଭଲ ବିକଳ୍ପ । ତେବେ ଆସନ୍ତୁ ଜାଣିବା ଏହାକୁ ଖାଇବା ଦ୍ବାରା ଆମ ସ୍ବାସ୍ଥ୍ୟକୁ କିଭଳି ଲାଭ…