ଓଡିଶାରେ ବିଜେପି ଓ ବିଜେଡି ମିଶିକି ଅଛନ୍ତି: ରାହୁଲ
ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷ ଦିନରେ ୩ ରାଜନୈତିକ ଦଳ ନିଜର ଜୋରଦାର ପ୍ରଚାର ଚଳାଇଛନ୍ତି । ଏହିମଧ୍ୟରେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ସିମୁଳିଆ…