ଅଚଳ ଓ ବଳକା ଇଭିଏମ୍ ଗୁଡ଼ିକର ସୁରକ୍ଷା ପାଇଁ କେନ୍ଦ୍ରୀୟ ସୁରକ୍ଷାବାହିନୀ ନିୟୋଜିତ କରାଯାଉ: ବିଜେପି
ଭୁବନେଶ୍ୱର: ଅଚଳ ଓ ବଳକା ଅବ୍ୟବହୃତ ଇଭିଏମ୍ଗୁଡ଼ିକର ସୁରକ୍ଷା ପାଇଁ ଆଜି ମୁଖ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟିଛି ବିଜେପି ପ୍ରତିନିଧିମଣ୍ଡଳୀ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ, ନିର୍ବାଚନ ପରେ ଇଭିଏମ୍ ଓ ଭିଭିପାଟ ମେସିନ ଗୁଡ଼ିକୁ ଷ୍ଟଙ୍ଗ ରୁମ୍ରେ ରଖାଯାଇଛି । ଯେଉଁ…