ନୀତିଶ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ନେଇ ଏବେ ବି ରହିଛି ଅନିଶ୍ଚିତତା
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ ଏବେ ଅଷ୍ଟ୍ରେଲିଆ ଗସ୍ତରେ ରହିଛି । ଦିିନିକିଆ ସିରିଜ ୧-୨ରେ ହାରିବା ପରେ ଏବେ ଟିମ ଇଣ୍ଡିଆ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ଭଲ ପ୍ରଦର୍ଶନ କରିବା ଲକ୍ଷ୍ୟରେ ରହିଛି । ଭାରତର ଯୁବ ଅଲରାଉଣ୍ଡର ନୀତିଶ କୁମାର ରେଡ୍ଡୀ ଟି୨୦ ସିରିଜରେ ଖେଳିବା ନେଇ ଏବେ ବି…