ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଏବଂ ଚିଙ୍ଗୁଡି ରପ୍ତାନୀର ହବ୍ ହେବ ଓଡ଼ିଶା: ମନ୍ତ୍ରୀ
ଭୁବନେଶ୍ଵର: ପୂର୍ବ ଭାରତର ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଏବଂ ଚିଙ୍ଗୁଡି ରପ୍ତାନୀର ହବ୍ ହେବ ଓଡିଶା । ଏନେଇ ଆଜି ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଏକ ଘରୋଇ ହୋଟେଲ୍ ଠାରେ "ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟ ମିଶନ" ଏବଂ "ଓଡ଼ିଶା ଚିଙ୍ଗୁଡ଼ି ମିଶନ" ଶୀର୍ଷକ…