ଅପରେସନ ଚକ୍ର ଅଭିଯାନ: ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବନ୍ଧା ହେଲେ ଅନେକ
ପୁରୀ: ପୁରୀ ପୋଲିସର ଅପରେସନ ଚକ୍ର ଅଭିଯାନ ଜାରି । ଅପରାଧୀ ଓ ନିଶା ବେପାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବିଭିନ୍ନ ଥାନା ଅଞ୍ଚଳରେ ଥିବା ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।…