ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି: ହିମନ୍ତ ବିଶ୍ବଶର୍ମା
ସମ୍ବଲପୁର: ସାଧାରଣ ନିର୍ବାଚନ ପାଇଁ ଉଭୟ ଦେଶ ଓ ରାଜ୍ୟ ରାଜନୀତି ପୁରା ସରଗରମ ରହିଛି । ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ଏଥିପାଇଁ କେନ୍ଦ୍ରୀୟ ନେତାଙ୍କର ଓଡ଼ିଶା ଉପରେ ରହିଛି ଫୋକସ। କେନ୍ଦ୍ରୀୟ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି । ଏହିମଧ୍ୟରେ…