ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ:ପାଣ୍ଡିଆନ୍
ନୟାଗଡ଼:ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିଛନ୍ତି । ନୟାଗଡ଼ରେ ଆୟୋଜିତ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ବି.ଏସ୍.କେ.ୱାଇ, ମିଶନଶଶକ୍ତି, ୫ଟି ସ୍କୁଲ…