ଗୁଆଙ୍ଗସିରେ ଭୟଙ୍କର ବିସ୍ଫୋରଣ, ୭ ମୃତ, ୧୭ ଗୁରୁତର
ବେଜିଂ: ଚୀନର ଦକ୍ଷିଣ-ପଶ୍ଚିମ ଗୁଆଙ୍ଗସି ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ । ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୧୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଏହି ବିସ୍ଫୋରଣ ଏତେ ଜୋର ଥିଲା ଯେ ଅନେକ ଦୂର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଣିବାକୁ…