‘ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କାମ କରନ୍ତି, ଅନ୍ୟ ମାନେ ଭୋଟ୍ ପାଇଁ କାମ କରନ୍ତି’
କେନ୍ଦୁଝର: ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ଆଦିବାସୀମାନେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଜନଜାତି ସମ୍ପ୍ରଦାୟର ଲୋକମାନେ ବହୁତ ଭଲ ପାଆନ୍ତି ଯାହାର ପ୍ରମାଣ ଆଜି ଏହି ଜନସଭାରୁ ମିଳୁଛି ବୋଲି କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନୀସଭାରେ କହିଛନ୍ତି…