ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
କଟକ: ଜାତୀୟ ରାଜପଥ ୧୬ର ବାଲିକୁଦା ବ୍ରିଜ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ସ୍କୁଟିକୁ ଧକ୍କା ଦେଲା ଟ୍ରକ। ଘଟଣାସ୍ଥଳର ୨ ଯୁବକ ମୃତ। ସୂଚନା ଅନୁସାରେ ଦୁଇ ସ୍କୁଟି ଆରୋହୀଙ୍କୁ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍। ତେବେ ଏହି ଦୁର୍ଘଟଣାରେ ମୃତ ଯୁବକ ଦ୍ୱୟଙ୍କ ପରିଚୟ ମିଳିନାହିଁ।…