୧୦ ବଡ଼ ପ୍ରସ୍ତାବକୁ କ୍ୟାବିନେଟ ମୋହର
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୩୩ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି।
କ୍ୟାବିନେଟ ବୈଠକରେ ମୋଟ ୭ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ ହେବା ସହ ପ୍ରସ୍ତାବ ଗୁଡ଼ିକ ଅନୁମୋଦନ ଲାଭ…